2 Kings 19:1 — Compare Translations

5 translations compared side by side

Odia - 1840
"ରାଜା ହିଜକିଯ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ଯସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡିହାଇେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ିହୋଇ ସଦାପ୍ରଭୁଙ୍କ ଗୃହକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ସହିତ ହିଜକିୟଙ୍କର ପରାମର୍ଶ ରାଜା ହିଜକିୟ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ୟସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।