2 Kings 19:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନେ ଯିହୁଦାର ରାଜା ହିଜକିଙ୍କୁ ଏହିକଥା କହିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ଵାସଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯିହୁଦାର ରାଜା ହିଜକିୟଙ୍କୁ ଏହିକଥା କହିବ, ‘ତୁମ୍ଭର ପରମେଶ୍ୱର ଯାହାଙ୍କୁ ବିଶ୍ୱାସ କର ତୁମ୍ଭମାନଙ୍କୁ କଥାରେ ଭୁଲ୍ ବାଟରେ ନ ନିଅନ୍ତୁ, ଯିରୁଶାଲମ ଅଶୂରୀୟ ରାଜାଙ୍କ ଦ୍ୱାରା ଅଧିକୃତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।