2 Kings 19:11 — Compare Translations

5 translations compared side by side

Odia - 1840
"ଏଠାକୁ ଦେଖ, ତୁମ୍ଭମାନେେ ମଧ୍ଯ ଶୁଣିଅଛ ଯେ, ଅଶୂରୀଯ ରାଜାମାନେ ଅନ୍ୟ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ରୂପେ ଧ୍ବଂସ କରିଅଛନ୍ତି। ତୁମ୍ଭମାନେେ କ'ଣ ଉଦ୍ଧାର ପାଇବ? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଅଶୂରୀୟ ରାଜାମାନେ ବର୍ଜନୀୟ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ତୁମ୍ଭେମାନେ ମଧ୍ୟ ଶୁଣିଅଛ ଯେ, ଅଶୂରୀୟ ରାଜାମାନେ ଅନ୍ୟ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିଅଛନ୍ତି। ତୁମ୍ଭେମାନେ କ’ଣ ଉଦ୍ଧାର ପାଇବ? ନା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
Odia IRV 2017 (ଓଡିଆ ବାଇବେଲ)
ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କ’ଣ ଉଦ୍ଧାର ପାଇବ?