2 Kings 19:12 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ମାରେ ପୂର୍ବପୁରୁଷଗଣ ଗୋଶନ, ହାରୋଣ, ରେତ୍ସଫ ଦେଶୀଯମାନଙ୍କୁ ଓ ତଲଃସର ନିବସୀ ଏଦନ ସନ୍ତାନମାନଙ୍କୁ ବିନାଶ କରିଛନ୍ତି। ସମାନଙ୍କେର ଦବେତାଗଣ ସମାନଙ୍କେୁ ଉଦ୍ଧାର କରି ପାରିଲେ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ୍ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ୍ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ମୋର ପୂର୍ବପୁରୁଷଗଣ ଗୋଶନ, ହାରୋଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବସୀ ଏଦନ ସନ୍ତାନମାନଙ୍କୁ ବିନାଶ କରିଛନ୍ତି। ସେମାନଙ୍କର ଦେବତାଗଣ ସେମାନଙ୍କୁ ଉଦ୍ଧାର କରି ପାରିଲେ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ?