2 Kings 19:15 — Compare Translations

5 translations compared side by side

Odia - 1840
"ହିଜକିଯ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ କବଳେ ଏ ସମଗ୍ର ବିଶ୍ବର ପରମେଶ୍ବର ଅଟ। ଆଉ ମଧ୍ଯ ତୁମ୍ଭେ ସ୍ବର୍ଗ ଓ ପୃଥିବୀ ନିର୍ମାଣ କରି ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ଓ ପୃଥିବୀ ନିର୍ମାଣ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ କେବଳ ଏ ସମଗ୍ର ବିଶ୍ୱର ପରମେଶ୍ୱର ଅଟ। ଆଉ ମଧ୍ୟ ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।