2 Kings 19:16 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡରେ ଓ ଶୁଣ, ହେ ସଦାପ୍ରଭୁ ଆପଣାର ଚକ୍ଷୁ ଫିଟାଅ ଓ ଦେଖ; ଜୀବନ୍ତ ପରମେଶ୍ବରଙ୍କୁ ଅପମାନ କରିବା ପାଇଁ ସନ୍ ହରେୀବ ଯାହା କହି ପଠାଇଅଛି, ତାହାର ସହେିକଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ଵଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ, ହେ ସଦାପ୍ରଭୁ ଆପଣାର ଚକ୍ଷୁ ଫିଟାଅ ଓ ଦେଖ; ଜୀବନ୍ତ ପରମେଶ୍ୱରଙ୍କୁ ଅପମାନ କରିବା ପାଇଁ ସ‌ନ୍‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।