2 Kings 19:17 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଏହା ସତ୍ଯ ଯେ ଅଶୂରର ରାଜାମାନେ ନାନା ଗୋଷ୍ଠୀ ଓ ସମାନଙ୍କେ ଦେଶକୁ ଧ୍ବଂସ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଏହା ସତ୍ୟ ଯେ ଅଶୂରର ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶକୁ ଧ୍ୱଂସ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,