2 Kings 19:18 — Compare Translations
5 translations compared side by side
Odia - 1840
"ଅଶୂରର ରାଜାମାନେ ସମାନଙ୍କେ ଜାତିର ଦବେତାଗୁଡିକୁ ଅଗ୍ନି ରେ ଦଗ୍ଧିଭୂତ କଲେ। ଅବଶ୍ଯ ସମାନେେ ପ୍ରକୃତ ଦବେତାଗଣ ନଥିଲେ। ମନୁଷ୍ଯକୃତ କାଷ୍ଠ ଓ ପ୍ରସ୍ତରର ପ୍ରତିମା ମାତ୍ର, ତେଣୁ ସହେି ରାଜାମାନେ ସଗେୁଡିକୁ ବିନାଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜାମାନେ ସେମାନଙ୍କ ଜାତିର ଦେବତାଗୁଡ଼ିକୁ ଅଗ୍ନିରେ ଦଗ୍ଧିଭୂତ କଲେ। ଅବଶ୍ୟ ସେମାନେ ପ୍ରକୃତ ଦେବତାଗଣ ନ ଥିଲେ। ମନୁଷ୍ୟକୃତ କାଷ୍ଠ ଓ ପ୍ରସ୍ତରର ପ୍ରତିମା ମାତ୍ର, ତେଣୁ ସେହି ରାଜାମାନେ ସେଗୁଡ଼ିକୁ ବିନାଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।