2 Kings 19:2 — Compare Translations

5 translations compared side by side

Odia - 1840
"ପୁଣି ରାଜଗୃହାଧ୍ଯକ୍ଷ ଇଲିଯାକୀମକୁ, ଲେଖକ ଶିବନ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗକୁ ଅଖା ଘୋଡାଇ ଆମାେସର ପୁତ୍ର ଭବିଷ୍ଯଦବକ୍ତା ଯିଶାଇୟ ନିକଟକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶିବ୍ନ ଲେଖକକୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମକୁ, ଲେଖକ ଶିବ୍‌ନକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।