2 Kings 19:20 — Compare Translations

5 translations compared side by side

Odia - 1840
"ଏହାପରେ ଆମାେସର ପୁତ୍ର ଯିଶାଇୟ ହିଜକିଯଙ୍କ ନିକଟକୁ କହି ପଠାଇଲେ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭେ ଅଶୂରର ରାଜା ସନ ହରେୀବ୍ ବିରୁଦ୍ଧ ରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କଲ, ତାହା ଆମ୍ଭେ ଶୁଣିଲୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କୁ ସଦାପ୍ରଭୁଙ୍କର ଉତ୍ତର ଏହା ପରେ ଆମୋସର ପୁତ୍ର ଯିଶାଇୟ ହିଜକିୟଙ୍କ ନିକଟକୁ କହି ପଠାଇଲେ। “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସ‌ନ୍‌ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କଲ, ତାହା ଆମ୍ଭେ ଶୁଣିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।’”