2 Kings 19:21 — Compare Translations
5 translations compared side by side
Odia - 1840
"ଏହା ହେଉଛି ସନ୍ ହରେୀବ୍ ବିଷଯ ରେ ସଦାପ୍ରଭୁଙ୍କ ବାର୍ତ୍ତା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ହେଉଛି ସନ୍ହେରୀବ୍ ବିଷୟରେ ସଦାପ୍ରଭୁଙ୍କ ବାର୍ତ୍ତା: ‘ସିୟୋନର ଅନୁଢ଼ା କନ୍ୟା ତୁମ୍ଭକୁ ତାଚ୍ଛଲ୍ୟ କରେ। ସେ ତୁମ୍ଭକୁ ପରିହାସ କରିଅଛି। ଯିରୁଶାଲମର କନ୍ୟା ତୁମ୍ଭ ଆଡ଼େ ତୁମ୍ଭକୁ ମୁଣ୍ତ ହଲାଇ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।