2 Kings 19:22 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭକୁ କିଏ ଅପମାନିତ ଓ ନିନ୍ଦା କଲା? କିଏ ତୁମ୍ଭ ବିରୁଦ୍ଧ ରେ କହିଲା। ତେଣୁ ତୁମ୍ଭେ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ବିରୁଦ୍ଧ ରେ ଥିଲ। ତୁମ୍ଭେ ତାଙ୍କଠାରୁ ଅଧିକ ଭଲ ବୋଲି ତୁମ୍ଭେ କାର୍ୟ୍ଯ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭକୁ କିଏ ଅପମାନିତ ଓ ନିନ୍ଦା କଲା? କିଏ ତୁମ୍ଭ ବିରୁଦ୍ଧରେ କହିଲା? ତେଣୁ ତୁମ୍ଭେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଥିଲ। ତୁମ୍ଭେ ତାଙ୍କଠାରୁ ଅଧିକ ଭଲ ବୋଲି ତୁମ୍ଭେ କାର୍ଯ୍ୟ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!”