2 Kings 19:24 — Compare Translations
5 translations compared side by side
Odia - 1840
"ଆମ୍ଭେ ନୂତନ ସ୍ଥାନ ରେ କୂପ ଖାେଳିଅଛୁ ଓ ଜଳପାନ କରିଅଛୁ। ପୁଣି ଆମ୍ଭେ ମିଶରର ସମସ୍ତ ନଦୀ ଶୁଷ୍କ କରିବା ଓ ଦେଶ ରେ ପଦ ଗ୍ଭରଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ନୂତନ ସ୍ଥାନରେ କୂପ ଖୋଳିଅଛୁ ଓ ଜଳପାନ କରିଅଛୁ। ପୁଣି ଆମ୍ଭେ ମିଶରର ସମସ୍ତ ନଦୀ ଶୁଷ୍କ କରିଅଛୁ ଓ ଦେଶରେ ପଦ ଗ୍ଭରଣ କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।”