2 Kings 19:25 — Compare Translations

5 translations compared side by side

Odia - 1840
"ତୁମ୍ଭେ କ'ଣ ଏହା ଶୁଣିନାହଁ, ପରମେଶ୍ବର କ'ଣ କହିଲେ, ଯେ କିପରି ଆମ୍ଭେ ପୁରାତନ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବ କାଳରୁ ଏହା ସ୍ଥିର କରିଅଛୁଁ। ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରମାନ ଧ୍ବଂସ କରି ସେ ସବୁକୁ ଢିପ କରିବା। ଆମ୍ଭେ ଏହା ଘଟିବା ପାଇଁ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଏହା ଶୁଣି ନାହଁ, ପରମେଶ୍ୱର କ’ଣ କହିଲେ? ଯେ କିପରି ଆମ୍ଭେ ପୁରାତନ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବ କାଳରୁ ଏହା ସ୍ଥିର କରିଅଛୁ। ଆମ୍ଭେ ପ୍ରାଚୀର ବେଷ୍ଟିତ ନଗରମାନ ଧ୍ୱଂସ କରି ସେ ସବୁକୁ ଢିପ କରିବା। ଆମ୍ଭେ ଏହା ଘଟିବା ପାଇଁ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
Odia IRV 2017 (ଓଡିଆ ବାଇବେଲ)
ଏହା କ’ଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।