2 Kings 19:26 — Compare Translations
5 translations compared side by side
Odia - 1840
"ଏଣୁ ସେ ନଗର ଗୁଡିକର ବାସିନ୍ଦାମାନେ ଅଳ୍ପ ଶକ୍ତି ସମ୍ପନ୍ନ ହେଲେ। ସମାନେେ ହତାଶ ଓ ଉଦ୍ବିଗ୍ନ ହେଲେ। ସମାନେେ କ୍ଷତରେ ଶାକ ଓ ନବୀନ ତୃଣ, ଗୃହଛାତ ଉପରିସ୍ଥ ଘାସ ଏହା ବଢିବା ପୂର୍ବରୁ ଶୁଷ୍କ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ-ଉପରିସ୍ଥ ଘାସ ଓ ଅପକ୍ଵ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେ ନଗର ଗୁଡ଼ିକର ବାସିନ୍ଦାମାନେ ଅଳ୍ପ ଶକ୍ତି ସମ୍ପନ୍ନ ହେଲେ। ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ। ସେମାନେ କ୍ଷେତର ଶାକ ଓ ନବୀନ ତୃଣ ପରି, ଗୃହଛାତ ଉପରିସ୍ଥ ଘାସ ଏହା ବଢ଼ିବା ପୂର୍ବରୁ ଶୁଷ୍କ ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ।