2 Kings 19:28 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋରଧ କରିଅଛ ଓ ତୁମ୍ଭର ଅହମିକା ପୂର୍ଣ୍ଣ ଧିକ୍କାର ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାସିକା ରେ ଅଙ୍କୁଶ ଓ ତୁମ୍ଭ ଓଷ୍ଠଧାର ରେ ଲଗାମ ଦବୋ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ ସହେି ବାଟରେ ତୁମ୍ଭଙ୍କୁ ଫରୋଇ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଅହମିକା ପୂର୍ଣ୍ଣ ଧି‌କ୍‌କାର ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାସିକାରେ ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ ସେହି ବାଟରେ ତୁମ୍ଭଙ୍କୁ ଫେରାଇ ଦେବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
Odia IRV 2017 (ଓଡିଆ ବାଇବେଲ)