2 Kings 19:29 — Compare Translations
5 translations compared side by side
Odia - 1840
" ହେ ହିଜକିଯ, ଏହା ତୁମ୍ଭ ପ୍ରତି ମାରେ ସାହାୟ୍ଯର ଚିହ୍ନ ହବେ। ଏହି ବର୍ଷ ତୁମ୍ଭମାନେେ ସ୍ବଯଂ କ୍ଷତେ ରେ ବଢିଥିବା ଶସ୍ଯ ଭୋଜନ କରିବ ଓ ପର ବର୍ଷ ତହିଁରୁ ଅଙ୍କୁରିତ ଶସ୍ଯ ଭୋଜନ କରିବ। ମାତ୍ର ତୃତୀୟ ବର୍ଷ ତୁମ୍ଭେ ବୁଣିଥିବା ଶସ୍ଯ କାଟିବ ଓ ତୁମ୍ଭ ଦ୍ବାରା ରୋପିତ ଦ୍ରାକ୍ଷାକ୍ଷେତ୍ରରୁ ଫଳ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା “ହେ ହିଜକିୟ, ଏହା ତୁମ୍ଭ ପ୍ରତି ମୋର ସାହାଯ୍ୟର ଚିହ୍ନ ହେବ। ଏହି ବର୍ଷ ତୁମ୍ଭେମାନେ ସ୍ୱୟଂ କ୍ଷେତରେ ବଢ଼ିଥିବା ଶସ୍ୟ ଭୋଜନ କରିବ ଓ ପର ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ମାତ୍ର ତୃତୀୟ ବର୍ଷ ତୁମ୍ଭେ ବୁଣିଥିବା ଶସ୍ୟ କାଟିବ ଓ ତୁମ୍ଭଦ୍ୱାରା ରୋପିତ ଦ୍ରାକ୍ଷାକ୍ଷେତ୍ରରୁ ଫଳ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
Odia IRV 2017 (ଓଡିଆ ବାଇବେଲ)
ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।