2 Kings 19:3 — Compare Translations
5 translations compared side by side
Odia - 1840
"ସମାନେେ ଯିଶାଇୟଙ୍କୁ କହିଲେ, ହିଜକିଯ କହନ୍ତି, ଏହି କ୍ଲେଶ, ଅନୁୟୋଗ ଓ ଅପମାନର ଦିନ, ଏହା ଏପରି ଦିନ ଯବେେ ଶିଶୁଗଣ ପ୍ରସବ ଦ୍ବାର ରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ସମାନଙ୍କେ ପାଖ ରେ ଶକ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ତାଙ୍କୁ କହିଲେ, ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ଵାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିଶାଇୟଙ୍କୁ କହିଲେ, “ହିଜକିୟ କହନ୍ତି, ଏହି କ୍ଳେଶ, ଅନୁଯୋଗ ଓ ଅପମାନର ଦିନ। ଏହା ଏପରି ଦିନ ଯେବେ ଶିଶୁଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ସେମାନଙ୍କ ପାଖରେ ଶକ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ‘ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।