2 Kings 19:30 — Compare Translations
5 translations compared side by side
Odia - 1840
"ପୁଣି ଯିହୁଦା ବଞ୍ଚିରହିଥିବା ଅବଶିଷ୍ଟ ଲୋକମାନେ ସମାନଙ୍କେର ପରିବାର ରେ କହେି ଗୁଣା ରେ ବଢିପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୁଦା-ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯିହୁଦା ବଞ୍ଚିରହିଥିବା ଅବଶିଷ୍ଟ ଲୋକମାନେ ସେମାନଙ୍କର ପରିବାରରେ କେହି ଗୁଣାରେ ବଢ଼ିପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।