2 Kings 19:31 — Compare Translations

5 translations compared side by side

Odia - 1840
"ଅଳ୍ପ କେତକେ ମୃତ୍ଯୁର ରକ୍ଷା ପାଇଥିବା ଅବଶିଷ୍ଟ ଲୋକମାନେ ସିୟୋନ ପର୍ବତଠାରୁ ଓ ୟିରୁଶାଲମରୁ ବାହାରକୁ ଯିବେ। ଏହି ଘଟଣା ସଦାପ୍ରଭୁଙ୍କର ମନଭାବରୁ ସୃଷ୍ଟି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ; ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳ୍ପ କେତେକ ମୃତ୍ୟୁରୁ ରକ୍ଷା ପାଇଥିବା ଅବଶିଷ୍ଟ ଲୋକମାନେ ସିୟୋନ ପର୍ବତଠାରୁ ଓ ଯିରୁଶାଲମରୁ ବାହାରକୁ ଯିବେ। ଏହି ଘଟଣା ସଦାପ୍ରଭୁଙ୍କର ମନଭାବରୁ ସୃଷ୍ଟି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।