2 Kings 19:32 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଅଶୂରୀଯ ରାଜା ବିଷଯ ରେ ଏହି କଥା କୁହନ୍ତି। ସେ ଏହି ନଗରକୁ ନଗର ରେ ତୀର ନିକ୍ଷପେ କରିବ ନାହିଁ। ସେ ଏହି ନଗର ବିରୁଦ୍ଧ ରେ ଢାଳ ଧରି ଆସିବ ନାହିଁ। ସେ ଏହି ନଗରକୁ ଆକ୍ରମଣ କରିବାକୁ ଗଡାଣିଆ ମଞ୍ଚ ନିର୍ମାଣ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ; ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କୁହନ୍ତି। ‘ସେ ଏହି ନଗରକୁ ଆସିବ ନାହିଁ ନଗରରେ ତୀର ନିକ୍ଷେପ କରିବ ନାହିଁ। ସେ ଏହି ନଗର ବିରୁଦ୍ଧରେ ଢାଲ ଧରି ଆସିବ ନାହିଁ। ସେ ଏହି ନଗରକୁ ଆକ୍ରମଣ କରିବାକୁ ଗଡ଼ାଣିଆ ମଞ୍ଚ ନିର୍ମାଣ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।