2 Kings 19:34 — Compare Translations

5 translations compared side by side

Odia - 1840
"ମୁଁ ଏହି ନଗରକୁ ରକ୍ଷା କରିବି। ମାେ ନିଜ ସକାେଶ ଓ ମାରେ ଦାସ ଦାଉଦ ନିମନ୍ତେ ମୁଁ ଏ ନଗରକୁ ସୁରକ୍ଷା ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ନଗରକୁ ରକ୍ଷା କରିବି। ମୋ’ ନିଜ ସକାଶେ ଓ ମୋର ଦାସ ଦାଉଦ ନିମନ୍ତେ ମୁଁ ଏ ନଗରକୁ ସୁରକ୍ଷା ଦେବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।’”