2 Kings 19:35 — Compare Translations

5 translations compared side by side

Odia - 1840
"ଅନନ୍ତର ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ଅଶୂରୀଯମାନଙ୍କର ଛାଉଣୀ ରେ 1,85,000 ଲୋକ ସଂହାର କଲେ। ଅବଶିଷ୍ଟ ସୈନ୍ଯମାନେ ପ୍ରଭାତ ରେ ମୃତ ଶରୀର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରୀୟ ସୈନ୍ୟବାହିନୀ ବିନାଶ ହୁଅନ୍ତି ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ଅଶୂରୀୟମାନଙ୍କର ଛାଉଣିରେ 185,000 ଲୋକ ସଂହାର କଲେ। ଅବଶିଷ୍ଟ ସୈନ୍ୟମାନେ ପ୍ରଭାତରେ ମୃତ ଶରୀର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।