2 Kings 19:36 — Compare Translations

5 translations compared side by side

Odia - 1840
"ତେଣୁ ଅଶୂରର ରାଜା ସନ୍ ହରେୀବ୍ ପ୍ରସ୍ଥାନ କଲା ଓ ନିନିବୀ ରେ ଅବସ୍ଥାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଶୂରର ରାଜା ସନ୍ହେରୀବ୍ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅଶୂରର ରାଜା ସ‌ନ୍‌ହେରୀବ୍ ପ୍ରସ୍ଥାନ କଲା ଓ ନିନିବୀରେ ଅବସ୍ଥାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।