2 Kings 19:37 — Compare Translations

5 translations compared side by side

Odia - 1840
"ଏକଦା ସନ୍ ହରେୀବ୍ ଆପଣା ନିଷ୍ରୋକ ନାମକ ଦବେତାକୁ ମନ୍ଦିର ରେ ପୂଜା କରିବା ବେଳେ ତା'ର ପୁତ୍ର ଅଦ୍ ରେମ୍ମଲକେ ଓ ଶ ରେତ୍ସର ତାହାକୁ ଖଡ୍ଗ ରେ ବଧ କଲେ। ତା'ପରେ ସମାନେେ ଅରାରଟ ଦେଶକୁ ପଳାଯନ କଲେ। ଆଉ ତା'ର ପୁତ୍ର ଏସରହଦ୍ଦୋନ ତାହାର ପଦ ରେ ରାଜା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର୍ ତାହାକୁ ଖଡ଼୍‍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ । ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏକଦା ସ‌ନ୍‌ହେରୀବ୍ ଆପଣା ନିଷ୍ରୋକ ନାମକ ଦେବତାକୁ ମନ୍ଦିରରେ ପୂଜା କରିବା ବେଳେ ତା’ର ପୁତ୍ର ଅଦ୍ରମ୍ମେଲକ ଓ ଶରେ‌ତ୍‌ସର ତାହାକୁ ‌‌ଖ‌ଡ଼୍‌ଗରେ ବଧ କଲେ। ତା’ପରେ ସେମାନେ ଅରାରଟ ଦେଶକୁ ପଳାୟନ କଲେ। ଆଉ ତା’ର ପୁତ୍ର ଏସରହଦ୍ଦୋନ ତାହାର ପଦରେ ରାଜା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍‍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।