2 Kings 19:5 — Compare Translations

5 translations compared side by side

Odia - 1840
"ହିଜକିଯ ଉଚ୍ଚ ଅଧିକାରୀ ଯିଶାଇୟଙ୍କୁ ଦେଖିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କର ଉଚ୍ଚ ଅଧିକାରୀମାନେ ଯିଶାଇୟଙ୍କୁ ଦେଖିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।