2 Kings 19:7 — Compare Translations

5 translations compared side by side

Odia - 1840
"ଏଠାକୁ ଦେଖ ମୁଁ ତାଙ୍କ ମଧିଅରେ ଏକ ଆତ୍ମା ଦବେି ଓ ସେ ଏକ ଜନରବ ଶୁଣିବ ଏବଂ ତା'ର ଦେଶକୁ ଫରେିୟିବ, ଆଉ ମୁଁ ତାକୁ ତା'ର ନିଜ ଦେଶ ରେ ଖଡ୍ଗ ଦ୍ବାରା ବଧ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ଼୍‍ଗ ଦ୍ଵାରା ତାହାକୁ ନିପାତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୁଁ ତାଙ୍କ ମଧ୍ୟରେ ଏକ ଆତ୍ମା ଦେବି ଓ ସେ ଏକ ଜନରବ ଶୁଣିବ ଏବଂ ତା’ର ଦେଶକୁ ଫେରିଯିବ, ଆଉ ମୁଁ ତାକୁ ତା’ର ନିଜ ଦେଶରେ ‌‌ଖ‌ଡ଼୍‌ଗ ଦ୍ୱାରା ବଧ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”