2 Kings 19:8 — Compare Translations
5 translations compared side by side
Odia - 1840
"ଅନନ୍ତର ଅଶୂରୀଯ ରାଜା ଲାଖୀଶକୁ ପ୍ରସ୍ଥାନ କରିଛି ବୋଲି ରବଶାକି ଶୁଣି ଫରେିଗଲା ଓ ଲିବନା ବିରୁଦ୍ଧ ରେ ତାକୁ ୟୁଦ୍ଧ କରୁଥିବାର ଦେଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା;
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜାର ପୁନର୍ବାର ହିଜକିୟଙ୍କୁ ସତର୍କବାଣୀ ଅନନ୍ତର ଅଶୂରୀୟ ରାଜା ଲାଖୀଶ୍କୁ ପ୍ରସ୍ଥାନ କରିଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ଲିବ୍ନା ବିରୁଦ୍ଧରେ ତାକୁ ଯୁଦ୍ଧ କରୁଥିବାର ଦେଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।