2 Kings 19:9 — Compare Translations
5 translations compared side by side
Odia - 1840
"ପୁଣି ଅଶୂରୀଯ ରାଜା କୂଶଦେଶୀଯ ତିର୍ହକ ରାଜ ବିଷଯ ରେ ଏହି ଜନରବ ଶୁଣିଲା, ଦେଖ, ତିର୍ହକ ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି । ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି ଜନରବ ଶୁଣିଲା, “ଦେଖ, ତିର୍ହକ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତେଣୁ ଅଶୂରର ରାଜା ପୁନର୍ବାର ହିଜକିୟ ନିକଟକୁ ଦୂତମାନଙ୍କୁ ପଠାଇ କହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,