2 Kings 2:1 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁ ଏଲିଯଙ୍କୁ ଘୂର୍ଣ୍ଣିବାଯୁ ରେ ସ୍ବର୍ଗକୁ ଘନେିୟିବାକୁ ଉଦ୍ଯତ ଥିଲେ, ଏଲିଯ ଓ ଇଲୀଶାୟ ଗିଲ୍ଗଲଠାରୁ ସମାନଙ୍କେର ରାସ୍ତା ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ଵର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏଲିୟଙ୍କୁ ନେବାକୁ ଯୋଜନା କରନ୍ତି ଅନନ୍ତର ସଦାପ୍ରଭୁ ଏଲିୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବାକୁ ଉଦ୍ୟତ ଥିଲେ, ଏଲିୟ ଓ ଇଲୀଶାୟ ଗିଲ୍ଗଲ୍ଠାରୁ ସେମାନଙ୍କର ରାସ୍ତାରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।