2 Kings 2:10 — Compare Translations

5 translations compared side by side

Odia - 1840
"ଏଲିଯ କହିଲେ, ତୁମ୍ଭେ ଏକ କଷ୍ଟକର ବିଷଯ ମାଗିଲ। ତଥାପି ମୁଁ ତୁମ୍ଭ ନିକଟରୁ ନଇୟିବୋ ବେଳେ, ତୁମ୍ଭେ ଯଦି ମାେତେ ଦେଖିବ ତବେେ ତୁମ୍ଭପ୍ରତି ତାହା ଘଟିବ, କିନ୍ତୁ ତୁମ୍ଭେ ଯଦି ମାେତେ ଦେଖିବ ନାହିଁ, ତାହାହେଲେ ସପରେି ଘଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲେ, ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ କହିଲେ, “ତୁମ୍ଭେ ଏକ କଷ୍ଟକର ବିଷୟ ମାଗିଲ। ତଥାପି ମୁଁ ତୁମ୍ଭ ନିକଟରୁ ନେଇଯିବା ବେଳେ, ତୁମ୍ଭେ ଯଦି ମୋତେ ଦେଖିବ ତେବେ ତୁମ୍ଭ ପ୍ରତି ତାହା ଘଟିବ, କିନ୍ତୁ ତୁମ୍ଭେ ଯଦି ମୋତେ ଦେଖିବ ନାହିଁ, ତାହାହେଲେ ସେପରି ଘଟିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”