2 Kings 2:11 — Compare Translations
5 translations compared side by side
Odia - 1840
"ଏହିପରି ସେ ଦୁ ହେଁ ଏକତ୍ର କଥାବାର୍ତ୍ତା ହାଇେ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମଯ ରଥ ଓ ଅଗ୍ନିମଯ ଅଶ୍ବମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ୍ କଲେ। ତା'ପରେ ଏଲିଯ ଘୂର୍ଣ୍ଣିବାଯୁ ରେ ସ୍ବର୍ଗାରୋହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ଵମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କି ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ଵର୍ଗାରୋହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏଲିୟଙ୍କୁ ସ୍ୱର୍ଗକୁ ନେଲେ ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା’ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।