2 Kings 2:12 — Compare Translations

5 translations compared side by side

Odia - 1840
"ଇଲୀଶାୟ ତାହା ଦେଖି ଉଚ୍ଚ ସ୍ବର ରେ ରୋଦନ କରି କହିଲେ, ହେ ମାରେ ପିତା! ହେ ମାରେପିତା! ହେ ଇଶ୍ରାୟେଲର ରଥ ଓ ତହିଁର ଅଶ୍ବାରୋହୀଗଣ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ଵରରେ କହିଲେ, ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ଵାରୋହୀଗଣଣ! ଏଉତ୍ତାରେ ସେ ତାଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ତ କରି ଚିରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ତାହା ଦେଖି ଉଚ୍ଚ ସ୍ୱରରେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ତା’ପରେ ଇଲୀଶାୟ ଏଲିୟଙ୍କୁ ଆଉ ଦେଖି ପାରିଲେ ନାହିଁ। ଏଣୁ ସେ ଦୁଃଖର ପ୍ରତୀକ ସ୍ୱରୂପ ନିଜର ବସ୍ତ୍ରକୁ ଚିରି ଦୁଇଖଣ୍ତ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।