2 Kings 2:13 — Compare Translations
5 translations compared side by side
Odia - 1840
"ଏଲିଯଙ୍କ କୋଟ ଭୂମିରେ ପଡିଲାମାତ୍ ରେ ଇଲୀଶାୟ ତାକୁ ଉଠାଇ ନେଲେ। ତା'ପରେ ସେ ୟର୍ଦ୍ଦନ ନଦୀ ତୀର ରେ ଛିଡା ହାଇେ ପାଣିକୁ ଆଘାତ କରି କହିଲେ, ଏଲିଯଙ୍କର ପରମେଶ୍ବର, ସଦାପ୍ରଭୁ କେଉଁଠା ରେ ଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ତ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟଙ୍କ ବସ୍ତ୍ର ଭୂମିରେ ପଡ଼ିଲାମାତ୍ରେ ଇଲୀଶାୟ ତାକୁ ଉଠାଇ ନେଲେ। ତା’ପରେ ସେ ଯର୍ଦ୍ଦନ ନଦୀ ତୀରରେ ଛିଡ଼ା ହୋଇ ପାଣିକୁ ଆଘାତ କରି କହିଲେ, “ଏଲିୟଙ୍କର ପରମେଶ୍ୱର, ସଦାପ୍ରଭୁ କେଉଁଠାରେ ଅଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।