2 Kings 2:14 — Compare Translations

5 translations compared side by side

Odia - 1840
"ଇଲୀଶାୟ ଜଳକୁ ଆଘାତ କରନ୍ତେ, ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହାଇଗେଲା ଏବଂ ଇଲୀଶାୟ ନଦୀ ପାର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, ସଦାପ୍ରଭୁ ଏଲୀୟଙ୍କର ପରମେଶ୍ଵର କାହାନ୍ତି? ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଜଳକୁ ଆଘାତ କରନ୍ତେ, ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଏବଂ ଇଲୀଶାୟ ନଦୀ ପାର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।