2 Kings 2:16 — Compare Translations
5 translations compared side by side
Odia - 1840
"ସମାନେେ ତାଙ୍କୁ କହିଲେ, ଦେଖ, ଆମ୍ଭ ସହିତ ପଗ୍ଭଶ ବଳବାନ୍ ଲୋକ ଅଛନ୍ତି। ଆମ୍ଭେ ବିନଯ କରୁଛୁ, ସମାନଙ୍କେୁ ତୁମ୍ଭର ମହାଶୟଙ୍କୁ ଖାଜେିବା ରେ ୟିବାକୁ ଦିଅ। ହାଇପୋ ରେ ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଉର୍ଦ୍ଧ୍ବକୁ ନଇେ କୌଣସି ପର୍ବତ କି ଉପତ୍ୟକା ଉପରେ ପକାଇ ଦଇେଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ତାଙ୍କୁ କହିଲେ, ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ଵକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ । ଏଥିରେ ସେ କହିଲେ, ତୁମ୍ଭେମାନେ ପଠାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭ ସହିତ ପଗ୍ଭଶ୍ ବଳବାନ୍ ଲୋକ ଅଛନ୍ତି। ଆମ୍ଭେ ବିନୟ କରୁଛୁ, ସେମାନଙ୍କୁ ତୁମ୍ଭର ମହାଶୟଙ୍କୁ ଖୋଜିବାରେ ଯିବାକୁ ଦିଅ। ହୋଇପାରେ ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ କି ଉପତ୍ୟକା ଉପରେ ପକାଇ ଦେଇଥିବେ।” ମାତ୍ର ଇଲୀଶାୟ କହିଲେ, “ତୁମ୍ଭେ ଏଲିୟଙ୍କୁ ଖୋଜିବକୁ ଲୋକ ପଠାଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଉର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”