2 Kings 2:17 — Compare Translations

5 translations compared side by side

Odia - 1840
"ତା'ପରେ ସେ ବିହ୍ବଳ ହବୋ ପର୍ୟ୍ଯନ୍ତ ତାଙ୍କୁ ସମାନେେ ପ୍ରବର୍ତ୍ତାନ୍ତେ, ସେ କହିଲେ, ଭଲ କଥା, ଏଲିଯଙ୍କୁ ଖାଜେିବାକୁ ଲୋକ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, ପଠାଅ । ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ବିହ୍ୱଳ ହେବା ପର୍ଯ୍ୟନ୍ତ ତାଙ୍କୁ ସେମାନେ ପ୍ରବର୍ତ୍ତାନ୍ତେ, ସେ କହିଲେ, “ଭଲ କଥା, ଏଲିୟଙ୍କୁ ଖୋଜିବାକୁ ଲୋକ ପଠାଅ।” ସେମାନେ ଦଳେ ଭବିଷ୍ୟ‌ଦ୍‌ବକ୍ତାମାନେ ପଗ୍ଭଶ୍ ଜଣ ଲୋକଙ୍କୁ ପଠାଇଲେ। ସେମାନେ ତିନି ଦିନ ଖୋଜିଲେ, ମାତ୍ର ଏଲିୟଙ୍କୁ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।