2 Kings 2:18 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଯିରୀହାେ ରେ ଇଲୀଶାୟ ନିକଟକୁ ୟାଇ କହିଲେ, ସମାନେେ ଏଲିଯଙ୍କୁ ପାଇଲେ ନାହିଁ। ଏଥି ରେ ଇଲୀଶାୟ କହିଲେ, ତୁମ୍ଭମାନଙ୍କୁ ନ ୟିବା ପାଇଁ ମୁଁ କହିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଯିରୀହୋରେ ଇଲୀଶାୟ ନିକଟକୁ ଯାଇ କହିଲେ, “ସେମାନେ ଏଲିୟଙ୍କୁ ପାଇଲେ ନାହିଁ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭମାନଙ୍କୁ ନ ଯିବା ପାଇଁ ମୁଁ କହିଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କ’ଣ ତୁମ୍ଭମାନଙ୍କୁ କହି ନ ଥିଲି।”