2 Kings 2:19 — Compare Translations
5 translations compared side by side
Odia - 1840
"ନଗରର ଲୋକମାନେ ଇଲୀଶାୟ ନିକଟକୁ ୟାଇ କହିଲେ, ମହାଶୟ ତୁମ୍ଭେ ଦେଖିପାରିବ ଯେ, ଏହି ନଗରଟି ଅତି ସୁନ୍ଦର ଭାବରେ ଅବସ୍ଥିତ ଅଛି। ମାତ୍ର ଏହାର ଜଳ ଅତ୍ଯନ୍ତ ଦୁଶିତ ହାଇୟୋଇଛି, ତେଣୁ ଭୂମି ଉତ୍ତମ ଶସ୍ଯ ଦେଉନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ଜଳକୁ ନିର୍ମଳ କରନ୍ତି ନଗରର ଲୋକମାନେ ଇଲୀଶାୟ ନିକଟକୁ ଯାଇ କହିଲେ, “ମହାଶୟ ତୁମ୍ଭେ ଦେଖି ପାରିବ ଯେ, ଏହି ନଗରଟି ଅତି ସୁନ୍ଦର ଭାବରେ ଅବସ୍ଥିତ ଅଛି। ମାତ୍ର ଏହାର ଜଳ ଅତ୍ୟନ୍ତ ଦୂଷିତ ହୋଇଯାଇଛି, ତେଣୁ ଭୂମି ଉତ୍ତମ ଶସ୍ୟ ଦେଉ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”