2 Kings 2:20 — Compare Translations

5 translations compared side by side

Odia - 1840
"ଇଲୀଶାୟ କହିଲେ, ମାେତେ ଗୋଟିଏ ନୂତନ ପାତ୍ର ଆଣି ଦିଅ ଓ ତହିଁରେ କିଛି ଲୁଣ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ମୋʼ କତିକି ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ । ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ କହିଲେ, “ମୋତେ ଗୋଟିଏ ନୂତନ ପାତ୍ର ଆଣି ଦିଅ ଓ ତହିଁରେ କିଛି ଲୁଣ ରଖ।” ତହୁଁ ଲୋକମାନେ ପାତ୍ରଟିଏ ଆଣି ଇଲୀଶାୟଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ମୋ’ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।