2 Kings 2:21 — Compare Translations

5 translations compared side by side

Odia - 1840
"ତତ୍ପରେ ଇଲୀଶାୟ ଜଳ ନିର୍ଝରର ଉତ୍ପତ୍ତି ସ୍ଥଳକୁ ୟାଇ ଲବଣକୁ ଜଳ ରେ ପକାଇଲେ ଓ କହିଲେ, ସଦାପ୍ରଭୁ ଏହି କଥା କୁହନ୍ତି, 'ମୁଁ ଏହି ଜଳକୁ ଶୁଦ୍ଧ କଲି। ଏଣିକି ଆଉ ତାହା ମୃତ୍ଯୁର କାରଣ ହବେ ନାହିଁ କିଅବା ଜମି ରେ ଅଙ୍ଗୁର ବଢାଇବାର ବାଧକ ହବେନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଜଳନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁଜନକ ଅବା ଫଳନାଶକ ଆଉ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଇଲୀଶାୟ ଜଳ ନିର୍ଝରର ଉତ୍ପତ୍ତି ସ୍ଥଳକୁ ଯାଇ ଲବଣକୁ ଜଳରେ ପକାଇଲେ ଓ କହିଲେ, “ସଦାପ୍ରଭୁ ଏହି କଥା କୁହନ୍ତି, ‘ମୁଁ ଏହି ଜଳକୁ ଶୁଦ୍ଧ କଲି। ଏଣିକି ଆଉ ତାହା ମୃତ୍ୟୁର କାରଣ ହେବ ନାହିଁ କିଅବା ଜମିରେ ଅଙ୍ଗୁର ବଢ଼ାଇବାରେ ବାଧକ ହେବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”