2 Kings 2:22 — Compare Translations
5 translations compared side by side
Odia - 1840
"ଜଳ ନିର୍ମଳ ହେଲା। ଇଲୀଶାୟଙ୍କ ବାକ୍ଯାନୁସା ରେ ତାହା ଆଜି ପର୍ୟ୍ଯନ୍ତ ନିର୍ମଳ ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜଳ ନିର୍ମଳ ହେଲା। ଇଲୀଶାୟଙ୍କ ବାକ୍ୟାନୁସାରେ ତାହା ଆଜି ପର୍ଯ୍ୟନ୍ତ ନିର୍ମଳ ରହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।