2 Kings 2:23 — Compare Translations

5 translations compared side by side

Odia - 1840
"ଅନନ୍ତର ଇଲୀଶାୟ ବୈଥଲକେୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତକେ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, ଆ ରେ ଚନ୍ଦା ମୁଣ୍ତିଆ! ଉପରକୁ ୟା, ଆ ରେ ଚନ୍ଦା ମୁଣ୍ତିଆ ଉପରକୁ ୟା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ସେଠାରୁ ବୈଥେଲକୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ବାଳକ ଇଲୀଶାୟଙ୍କୁ ପରିହାସ କରନ୍ତି ଅନନ୍ତର ଇଲୀଶାୟ ବୈଥେ‌ଲ୍‌କୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତେକ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, “ଆରେ ଚନ୍ଦା ମୁଣ୍ତିଆ! ଉପରକୁ ଯା, ଆରେ ଚନ୍ଦା ମୁଣ୍ତିଆ ଉପରକୁ ଯା!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”