2 Kings 2:24 — Compare Translations
5 translations compared side by side
Odia - 1840
"ଇଲୀଶାୟ ପଛକୁ ଗ୍ଭହିଁ ବାଳକମାନଙ୍କୁ ଦେଖିଲେ। ସେ ସଦାପ୍ରଭୁଙ୍କ ନାମ ରେ ସମାନଙ୍କେୁ ଅଭିଶାପ ଦେଲେ। ତା'ପରେ ଦୁଇଟି ଭଲ୍ଲୁକ ଜଙ୍ଗଲରୁ ଆସି ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେ ମଧ୍ଯରୁ ବଯାଳିଶ ଜଣଙ୍କୁ ଧରି ଚିରି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଶାପ ଦେଲେ । ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଶାୟ ପଛକୁ ଗ୍ଭହିଁ ବାଳକମାନଙ୍କୁ ଦେଖିଲେ। ସେ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ତା’ପରେ ଦୁଇଟି ଭଲ୍ଲୁକ ଜଙ୍ଗଲରୁ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କ ମଧ୍ୟରୁ ବୟାଳିଶ୍ ଜଣଙ୍କୁ ଧରି ଚିରି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।