2 Kings 2:25 — Compare Translations
5 translations compared side by side
Odia - 1840
"ଏହାପରେ ଇଲୀଶାୟ ବୈଥଲରେୁ କର୍ମିଲ ପର୍ବତକୁ ଓ ସଠାରୁେ ଶମରିଯାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇଲୀଶାୟ ବୈଥେଲ୍ରୁ କର୍ମିଲ ପର୍ବତକୁ ଓ ସେଠାରୁ ଶମରିୟାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।