2 Kings 2:4 — Compare Translations
5 translations compared side by side
Odia - 1840
"ଏଲିଯ ଇଲୀଶାୟକୁ କହିଲେ, ମୁଁ ବିନଯ କରୁଛି ତୁମ୍ଭେ ଏଠା ରେ ଥାଅ, କାରଣ ସଦାପ୍ରଭୁ ମାେତେ ଯିରୀହାକେୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି । ଏଥିରେ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତହୁଁ ସେମାନେ ଯିରୀହୋକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ତୁମ୍ଭେ ଏଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଯିରୀହୋକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)