2 Kings 2:5 — Compare Translations

5 translations compared side by side

Odia - 1840
"ଯିରୀହାରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, ତୁମ୍ଭେ କ'ଣ ଜାଣନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜିଠାରୁ ନଇେଯିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ସେ ଉତ୍ତର କଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୀହୋର ଦଳେ ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, “ତୁମ୍ଭେ କ’ଣ ଜାଣ ନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜି ନେଇଯିବେ?” ଇଲୀଶାୟ ଉତ୍ତର କଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ନୀରବ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”