2 Kings 2:6 — Compare Translations
5 translations compared side by side
Odia - 1840
"ଏଲିଯ ଇଲୀଶାୟଙ୍କୁ କହିଲେ, ମୁଁ ବିନଯ କରୁଛି, ତୁମ୍ଭେ ଏହିଠା ରେ ଥାଅ, କାରଣ ସଦାପ୍ରଭୁ ମାେତେ ୟର୍ଦ୍ଦନ ନଦୀକୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି । ତହୁଁ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ଏଥିରେ ସେ ଦୁହେଁ ଅଗ୍ରସର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।” ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)