2 Kings 2:7 — Compare Translations
5 translations compared side by side
Odia - 1840
"ପୁନଶ୍ଚ ଭବିଷ୍ଯଦ୍ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ଯରୁ ପଗ୍ଭଶ ଜଣ ତାଙ୍କର ପଶ୍ଚାଧାବନ କଲେ। ଏଲିଯ ଓ ଇଲୀଶାୟ ୟର୍ଦ୍ଦନ ନଦୀ ନିକଟକୁ ୟାଇ ଠିଆ ହେଲେ। ଆଉ ସେ ପଗ୍ଭଶ ଲୋକ ସମାନଙ୍କେଠାରୁ ଦୂର ରେ ଛିଡା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁନଶ୍ଚ ଭବିଷ୍ୟଦ୍ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ୟରୁ ପଗ୍ଭଶ୍ ଜଣ ତାଙ୍କର ପଶ୍ଚାତ୍ଧାବନ କଲେ। ଏଲିୟ ଓ ଇଲୀଶାୟ ଯର୍ଦ୍ଦନ ନଦୀ ନିକଟକୁ ଯାଇ ଠିଆ ହେଲେ। ଆଉ ସେ ପଗ୍ଭଶ୍ ଲୋକ ସେମାନଙ୍କଠାରୁ ଦୂରରେ ଛିଡ଼ା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।