2 Kings 2:8 — Compare Translations
5 translations compared side by side
Odia - 1840
"ଏଲିଯ ଆପଣା କୋଟ ନଇେ ଏକତ୍ର ଗୁଡାଇ ଠିଆ ହାଇେ ପାଣିକୁ ଆଘାତ କଲେ। ତହିଁରେ ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହାଇଗେଲା ଓ ସେ ଦୁ ହେଁ ଶୁଷ୍କ ଭୂମି ଦଇେ ନଦୀ ପାର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାʼନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଠିଆ ହୋଇ ପାଣିକୁ ଆଘାତ କଲେ। ତହିଁରେ ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଓ ସେ ଦୁହେଁ ଶୁଷ୍କ ଭୂମି ଦେଇ ନଦୀ ପାର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।